www.samajalive.in
Monday, December 8, 2025
27.1 C
Bhubaneswar

ମଝି ଚିଲିକାରେ ଫସିଲା ଡଙ୍ଗା: ଉଦ୍ଧାର କାର୍ଯ୍ୟ ଜାରି

କୃଷ୍ଣପ୍ରସାଦ: ମଝି ଚିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା। ପୁରୀ ସାତପଡାରୁ ଜହ୍ନିକୁଦା ଘାଟ ଯାଉଥିବା ଏକ ଯାତ୍ରୀବାହୀ ଡଙ୍ଗା ମଏଁସା ନିକଟରେ ଫସି ରହିଛି। ଆଜି ସକାଳେ ଘାଟରୁ ମାତ୍ର ୫ କିଲୋମିଟର ଯିବା ପରେ ଏହି ଘଟଣା ଘଟିଛି। ବୋଟ୍‌ରେ ୫୦ରୁ ଅଧିକ ଯାତ୍ରୀ ଥିବାବେଳେ ୧୫ଟି ବାଇକ୍ ରହିଛି। ବୋଟ୍‌ରେ ହଠାତ୍ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା। ଅନ୍ୟ ଏକ ବୋଟ୍ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରଖିଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories