www.samajalive.in
Friday, December 5, 2025
20.1 C
Bhubaneswar

ଚିଲିକାରେ ଫସିଲା ଡଙ୍ଗା

କୃଷ୍ଣପ୍ରସାଦ: ପୁଣି ମଝି ଚିଲିକାରେ ଫସିଲା ଟଙ୍କା। ସୋମବାର ସକାଳୁ ଏକ ଯାତ୍ରୀବାହୀ ଡଙ୍ଗା ଚିଲିକାରେ ଫସିରହିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଚିଲିକା ମଝିରେ ଏହି ଡଙ୍ଗାଟି ୧ ଘଣ୍ଟା ହେଲା ଫସି ରହିଛି। ଫଳରେ ଯାତ୍ରୀମାନେ ଭୟଭୀତ ଅବସ୍ଥାରେ ଅଛନ୍ତି। ଡଙ୍କାଟି ୧୦ ବାଇକ୍ ସମତେ ୩୦ ଯାତ୍ରୀଙ୍କୁ ନେଇ ସାତପଡାରୁ ଜହ୍ନିକୁଦାକୁ ଯାଉଥିଲା। ଏତିକିବେଳେ ମହିଁଷାକୁଦ ନିକଟରେ ଡଙ୍ଗାରେ ଯାନ୍ତ୍ରିକ ତ୍ରୁଟି ଦେଖାଯାଇଥିଲା। ମେସିନ୍‌ ସ୍ଲାବ ଫାଟି ଯିବାରୁ ଡଙ୍ଗାଟି ଅଟକି ରହିଛି। ଚାଳକ ମରାମତି କାର୍ଯ୍ୟରେ ଲାଗିପଡ଼ିଛନ୍ତି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories