www.samajalive.in
Sunday, December 7, 2025
26.1 C
Bhubaneswar

୨୬/୧୧ ଆତଙ୍କବାଦୀ ଆକ୍ରମଣ ଘଟଣା : ଅଭିଯୁକ୍ତ ମୀର ଉପରେ ପ୍ରତିବନ୍ଧକ ଲଗାଇଲା ଚୀନ

ନୂଆଦିଲ୍ଲୀ : ଲସ୍କରଇ-ତୋଏବାର ସଦସ୍ୟ ସାଜିଦ ମୀରକୁ ବିଶ୍ୱସ୍ତରୀୟ ଆତଙ୍କୀ ଘୋଷଣା କରିବାକୁ ଭାରତ ଓ ଆମେରିକା ମିଳିତ ଜାତିସଂଘରେ ପ୍ରସ୍ତାବ ରଖିଥିଲେ। ମୀର ୨୬/୧୧ ମୁମ୍ବାଇ ହମଲାରେ ମଧ୍ୟ ସାମିଲ ଥିଲା। ହେଲେ ଏହାକୁ ଚୀନ୍‌ ଭିଟୋ କ୍ଷମତା ବଳରେ ଅଟକାଇ ଦେଇଛି। ଗତବର୍ଷ ସେପ୍ଟେମ୍ବର ମାସରେ ଚାଇନା ମୀର ବିରୋଧୀ ପ୍ରସ୍ତାବ ଉପରେ ସ୍ଥଗିତାଦେଶ ଜାରି କରିଥିଲା। ଏବେ ଏହା ଉପରେ ସଂପୂର୍ଣ୍ଣ ଭାବେ ରୋକ ଲଗାଇଛି। ମୀର ଭାରତର ମୋଷ୍ଟ ୱାଣ୍ଟେଡ ଆତଙ୍କବାଦୀ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories