www.samajalive.in
Saturday, December 6, 2025
14.1 C
Bhubaneswar

ଚୀନରେ ଯାତ୍ରୀବାହୀ ବସରେ ଅଗ୍ନିକାଣ୍ଡ ; ୨୬ ମୃତ

ନୂଆଦିଲ୍ଲୀ : ଚୀନରେ ଏକ ଯାତ୍ରୀବାହୀ ବସରେ ନିଆଁ ଲାଗି ୨୬ ଜଣ ଯାତ୍ରୀଙ୍କ ପ୍ରାଣହାନି ଘଟିଛି । ଏଥିରେ ୨୮ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରେ ୫ ଜଣଙ୍କର ଅବସ୍ଥା ଗୁରୁତର ରହିଥିବା ସ୍ଥାନୀୟ ଜଣେ ଅଧିକାରୀଙ୍କ ଠାରୁ ସୂଚନା ମିଳିଛି ।  ।

ସୂଚନାଯୋଗ୍ୟ, ମୋଟ୍ ୫୬ ଜଣ ଯାତ୍ରୀ ଥିବା ଏକ ବସରେ ଶୁକ୍ରବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଥିଲା । ଅଗ୍ନିଶମ କର୍ମଚାରୀ ନିଆଁକୁ ଆୟତ୍ତ କରିଥିଲେ । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories