www.samajalive.in
Monday, December 15, 2025
26.1 C
Bhubaneswar

ଚିନ୍ମୟୀ ମୃତ୍ୟୁ ମାମଲା, ସରିଲା ଲାଇଡିଟେକସନ ଟେଷ୍ଟ

ଭୁବନେଶ୍ବର: ଭିସୁଟ ପୂର୍ବତନ ଛାତ୍ରୀ ଚିନ୍ମୟୀ ସାହୁ ମୃତ୍ୟୁ ଘଟଣାରେ ଚିନ୍ମୟୀଙ୍କ ପୁରୁଷବନ୍ଧୁ ପ୍ରୀତିମାନ ଦେ ଏବଂ ମାନସ ଟୁଡୁଙ୍କର ଲାଏଡିଟେକସନ ଟେଷ୍ଟ ଶେଷ ହୋଇଛି। ଭୁବନେଶ୍ବର ଫରେନସିକ ଲ୍ୟାବରେ ଲାଏଡିଟେକସନ ଟେଷ୍ଟ କରାଯାଇଛି। ସମ୍ବଲପୁର ପୁଲିସର ଏକ ଟିମ ପ୍ରୀତିମାନ ଦେ ଏବଂ ମାନସ ଟୁଡୁଙ୍କୁ ଭୁବନେଶ୍ବର ଆଣିଥିଲା।

ଭୁବନେଶ୍ୱର ଫରେନସିକ ଲ୍ୟାବରେ ପହଞ୍ଚିବା ପରେ ଦୁହିଁଙ୍କ ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଛି। ଭୁବନେଶ୍ବରରେ ଫରେନସିକ ଲ୍ୟାବରେ ଉଭୟଙ୍କୁ ପ୍ରାୟ ୪ଘଣ୍ଟା ପର୍ଯ୍ୟନ୍ତ ଲାଏଡିଟେକସନ ଟେଷ୍ଟ କରାଯାଇଥିଲା। ଏହା ସହିତ ପୁଲିସ ଚିନ୍ମୟୀଙ୍କ ପୁରୁଷ ବନ୍ଧୁ ପ୍ରୀତିମାନ ପିନ୍ଧିଥିବା ପୋଷାକକୁ ପରୀକ୍ଷା ପାଇଁ ପଠାଇବ। ଏହାରି ଭିତରେ ଚିନ୍ମୟୀଙ୍କ ମୃତ୍ୟୁକୁ ୪ଦିନ ବିତିଯାଇଥିଲେ ବି ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

Hot this week

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

Related Articles

Popular Categories