www.samajalive.in
Wednesday, December 10, 2025
26.1 C
Bhubaneswar

ଚିଟ୍‍ଫଣ୍ଡ ତଦନ୍ତ କମିଶନଙ୍କ କାର୍ଯ୍ୟକାଳ ୬ମାସ ବୃଦ୍ଧି

କଟକ : ରାଜ୍ୟରେ ହୋଇଥିବା ଚିଟ୍‍ଫଣ୍ଡ ଦୁର୍ନୀତିର ତଦନ୍ତ କରୁଥିବା ଜଷ୍ଟିସ ମଦନ ମୋହନ ଦାସଙ୍କର କାର୍ଯ୍ୟକାଳକୁ ରାଜ୍ୟ ସରକାର ୬ ମାସ ପାଇଁ ବୃଦ୍ଧି କରିଛନ୍ତି। ଚଳିତ ମାସ ୪ ତାରିଖରେ କମିଶନଙ୍କ କାର୍ଯ୍ୟକାଳ ଶେଷ ହେଉଥିବାରୁ କାର୍ଯ୍ୟକାଳ ବୃଦ୍ଧି ପାଇଁ ରାଜ୍ୟ ସରକାରଙ୍କୁ ନିବେଦନ କରାଯାଇଥିଲା।

ଶୁକ୍ରବାର ରାଜ୍ୟ ସରକାର ଏହାଉପରେ ନିଷ୍ପତ୍ତି ନେଇ ୨୦୨୦ ଫେବୃୟାରୀ ୪ ତାରିଖ ପର୍ଯ୍ୟନ୍ତ ଚିଟ୍‍ଫଣ୍ଡ କମିଶନଙ୍କ କାର୍ଯ୍ୟକାଳ ବୃଦ୍ଧି କରିଥିବା ଜଣାପଡିଛି। ଚିଟ୍‍ଫଣ୍ଡ କମିଶନ ଇତିମଧ୍ୟରେ ରାଜ୍ୟ ସରକାରଙ୍କୁ ୭ଟି ଅନ୍ତରୀଣ ରିପୋର୍ଟ ପ୍ରଦାନ କରିସାରିଛନ୍ତି।

Hot this week

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

ଟ୍ରିବ୍ୟୁନାଲ ଯିବା ଭୁଲ ଥିଲା, ରାଜନୈତିକ ସମାଧାନ ହେଲେ ମହାନଦୀ ଜଳ ବିବାଦ ତୁଟିବ କହିଲେ ଜୟନାରାୟଣ

ସମାଜ ଡିଜିଟାଲ ଡେସ୍କ: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ କମିଟି ସଦସ୍ୟ...

ଏସଆଇ ଜାଲିଆତି ମାମଲା: ସିବିଆଇର ରିମାଣ୍ଡ ଆବେଦନ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ଜାଲିଆତି ମାମଲାରେ...

ୟୁନେସ୍କୋ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ : ଭାରତର ସର୍ବବୃହତ ସାଂସ୍କୃତିକ ଉତ୍ସବ, ଦୀପାବଳିକୁ ୟୁନେସ୍କୋରେ ସାମିଲ...

ଓଡ଼ିଶାରୁ ଚଣ୍ଡିଗଡ ଗଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଖେଳାଳି

ଭୁବନେଶ୍ୱର: ବାରବାଟୀରେ ମ୍ୟାଚ ଜିତିବା ପରେ ଚଣ୍ଡିଗଡ ଅଭିମୁଖେ ଗଲେ ଭାରତ...

Related Articles

Popular Categories