www.samajalive.in
Monday, December 15, 2025
26.1 C
Bhubaneswar

ଚିଟଫଣ୍ଡ ଟଙ୍କା ଫେରସ୍ତ ନେଇ ନିର୍ଦେଶାବଳୀ ପ୍ରସ୍ତୁତ ଚାଲିଛି-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଚିଟଫଣ୍ଡ ଟଙ୍କା ଫେରସ୍ତ ନେଇ ନିର୍ଦେଶାବଳୀ ପ୍ରସ୍ତୁତ ଚାଲିଛି। ଚିଟଫଣ୍ଡ ଟଙ୍କା ଫେରସ୍ତ ନିର୍ଦେଶାବଳୀ ସରଳୀକରଣ କରାଯିବା ପରେ ସମସ୍ତେ ଚିଟଫଣ୍ଡ କ୍ଷତିଗ୍ରସ୍ତ ଟଙ୍କା ଫେରିପାଇବେ ବୋଲି ବିଧାନସଭାରେ ଉତ୍ତର ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରକାଶ କରିଛନ୍ତି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ ନୂଆ ସରକାର ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ସରଳୀକରଣ କରିବେ। ପ୍ରକ୍ରିୟାକୁ ସରଳୀକରଣ ପାଇଁ ନୂଆ ନିର୍ଦେଶାବଳୀ ପ୍ରସ୍ତୁତ କରାଯାଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ୯୬ହଜାର ୪୭୪ କ୍ଷତିଗ୍ରସ୍ତଙ୍କୁ ୪୫କୋଟି ୯୫ଲକ୍ଷ ଟଙ୍କା ଫେରସ୍ତ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରକାଶ କରିଛନ୍ତି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories