www.samajalive.in
Saturday, December 6, 2025
16.1 C
Bhubaneswar

ହାଇସ୍କୁଲରେ ରାତ୍ରି ଜଗୁଆଳିଙ୍କ ଝୁଲନ୍ତା ମୃତଦେହ

କଟକ: କଟକ ଚୌଦ୍ଵାରରେ ଅଭାବନୀୟ ଘଟଣା ଘଟିଛି। ଓଟିଏମ୍  ହାଇସ୍କୁଲ ପରିସରରୁ ରାତ୍ରି ଜଗୁଆଳିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଓଟିଏମ୍ ହାଇସ୍କୁଲରେ ରାତ୍ରି ଜଗୁଆଳି ଭାବେ କାମ କରୁଥିବା ଜଣାପଡିଚି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନାହିଁ। ଖବର ପାଇ ସ୍ଥାନୀୟ ପୁଲିସ୍ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ସେପଟେ ଘଟଣାରେ ନିରପେକ୍ଷ ତଦନ୍ତ ଦାବି କରିଛନ୍ତି ମୃତକଙ୍କ ପରିବାର ଲୋକ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories