www.samajalive.in
Tuesday, December 9, 2025
16.1 C
Bhubaneswar

ଜେଲରୁ କଏଦୀ ଚମ୍ପଟ ଘଟଣାରେ ଚାଞ୍ଚଲ୍ୟକର ତଥ୍ୟ, କାର୍ଯ୍ୟରେ ଅବହେଳା କରିଥିବା କର୍ମଚାରୀଙ୍କୁ ଅନୁକମ୍ପା

ସମାଜଲାଇଭ ଡେସ୍କ: ଚୌଦ୍ଵାର ଜେଲରୁ କଏଦୀ ଚମ୍ପଟ ମାରିବା ଘଟଣାରେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ଜେଲ ବିଭାଗର କଳା କାରନାମା ଉପରୁ ପରଦା ହଟାଇଛି ଏହି ଘଟଣା। କାର୍ଯ୍ୟରେ ଅବହେଳା କରିଥିବା କର୍ମଚାରୀଙ୍କୁ ଜେଲ ବିଭାଗ କିପରି ଅହେତୁକ ଅନୁକମ୍ପା ଦେଖାଇଛି ତାହା ସାମ୍ନାକୁ ଆସିଛି।

ସୂଚନା ଅନୁସାରେ, ଚୌଦ୍ଵାର ଜେଲରୁ ୨ କଏଦୀ ଚମ୍ପଟ ମାରିବା ଘଟଣାରେ କାର୍ଯ୍ୟରେ ଅବହେଳା ପାଇଁ ମୁଖ୍ୟ ଓ୍ବାର୍ଡର ଭଗତ ଚରଣ ରାମଙ୍କୁ ଗତ ଅକ୍ଟୋବର ୩ ତାରିଖରେ ନିଲମ୍ବନ କରାଯାଇଥିଲା। କିନ୍ତୁ ଏହାର ମାତ୍ର ୧୫ ଦିନ ପରେ ଅକ୍ଟୋବର ୧୮ରେ ତାଙ୍କୁ କେନ୍ଦ୍ରାପଡ଼ା ଜେଲରେ ପୁନଃନିଯୁକ୍ତି ମିଳିଛି। ଯାହାଫଳରେ ବିଭାଗର ଏହି କାର୍ଯ୍ୟାନୁଷ୍ଠାନକୁ ନେଇ ପ୍ରଶ୍ନ ଉଠିଛି।

Hot this week

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

ଟଙ୍କାର ବିନିମୟ ମୂଲ୍ୟ ଆଉ ୧୬ ପଇସା କମିଲା

ନୂଆଦିଲ୍ଲୀ, ୮ା୧୨: ସୋମବାର ଆମେରିକୀୟ ଡଲାର ତୁଳନାରେ ଟଙ୍କା ୧୬ ପଇସା...

Related Articles

Popular Categories