www.samajalive.in
Wednesday, December 10, 2025
18.1 C
Bhubaneswar

ପୌରାଧ୍ୟକ୍ଷା, ଉପାଧ୍ୟକ୍ଷ ଓ କାଉନସିଲରଙ୍କୁ ସମ୍ବର୍ଦ୍ଧନା

ଚୌଦ୍ୱାର: ଚୌଦ୍ୱାର ପୌରପାଳିକା ୬ ନମ୍ବର ୱାର୍ଡ଼ ଅନ୍ତର୍ଗତ ନୁନ୍‌ଟିକିରୀ ଗ୍ରାମବାସୀଙ୍କ ତରଫରୁ ନବ ନିର୍ବାଚିତ ପୌରାଧ୍ୟକ୍ଷା, ଉପାଧ୍ୟକ୍ଷ ଏବଂ ସ୍ଥାନୀୟ କାଉନସିଲରଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି   । ଗ୍ରାମ ସଭାପତି ସଂଜୟ କୁମାର ନାୟକଙ୍କ ପୌରୋହିତ୍ୟରେ ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଗ୍ରାମର ମୁରବି ମୁରଲୀଧର ରାଉତରାୟ, ନିରଞ୍ଜନ ନାୟକ, ମାଧବାନନ୍ଦ ନାୟକ ପ୍ରମୁଖ ପୌରାଧ୍ୟକ୍ଷା ମାନସୀ ସ୍ୱର୍ଣ୍ଣପ୍ରଭା ସାମଲ, ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲ ଓ ୱାର୍ଡ଼ କାଉନସିଲର ଦୀଲ୍ଲିପ କୁମାର ସାହୁଙ୍କୁ ସମ୍ବର୍ଦ୍ଧିତ କରି ୱାର୍ଡ଼ର ବିକାଶ ପାଇଁ ନିଷ୍ଠାର ସହ କାର୍ଯ୍ୟ କରିବାପାଇଁ ନିବେଦନ କରିଥିଲେ  । ନୁନଟିକିରୀ ଗ୍ରାମର ସମସ୍ତ ଅଧିବାସୀ, ଜୟ ବଜରଙ୍ଗବାଲି ପୂଜା କମିଟି ଏବଂ ଗଣେଶ ପୂଜା କମିଟିର ସଦସ୍ୟବୃନ୍ଦ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ  ।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories