www.samajalive.in
Wednesday, December 10, 2025
14.1 C
Bhubaneswar

ଆଦିବାସୀ ଫାଉଣ୍ଡେସନ୍‍ ତରଫରୁ ଡେପୁଟି ମେୟରଙ୍କୁ ସମ୍ବର୍ଦ୍ଧନା

ଚୌଦ୍ୱାର: ଆଦିବାସୀ ଅଧ୍ୟୁସିତ ଆମ୍ବିଳିଝରୀସ୍ଥିତ ଓଡ଼ିଶା ଆଦିବାସୀ ଫାଉଣ୍ଡେସନ୍‍ ତରଫରୁ କଟକ ମହାନଗର ନିଗମର ଡେପୁଟି ମେୟରଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଫାଉଣ୍ଡେସନ୍‍ ସଭାପତି ଗମନ କଳାଙ୍କ ନେତୃତ୍ୱରେ କୃଷ୍ଣଚନ୍ଦ୍ର ସାଣ୍ଡିଲ, ଛବିନ୍ଦ୍ର ନାୟକ, ଶୁକଦେବ ସିଂକୁ, ଗଣେଶ ଚନ୍ଦ୍ର ହେମ୍ବ୍ରମ୍‍, ନାଥ ମାରାଣ୍ଡି, ସନାତନ କଳା ପ୍ରମୁଖ ଡେପୁଟି ମେୟର ସୁଶ୍ରୀ ଦମୟନ୍ତୀ ମାଝୀଙ୍କୁ ଶୁଭେଚ୍ଛା ଜଣାଇବା ସହିତ ସମ୍ବର୍ଦ୍ଧିତ କରିଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories