www.samajalive.in
Sunday, December 14, 2025
19.1 C
Bhubaneswar

ଅର୍ଜୁନ ହେଲେ ଯୁବ ବିଜେଡ଼ି ଯୁଗ୍ମ ସମ୍ପାଦକ

ଚୌଦ୍ୱାର: ବିଜୁ ଜନତାଦଳ ତରଫରୁ ଯୁବ ବିଜେଡ଼ିର ରାଜ୍ୟ ସ୍ଥରୀୟ କର୍ମକର୍ତ୍ତା ମନୋନୟନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଦଳର ଚୌଦ୍ୱାର ଯୁବ ସଭାପତି ଅର୍ଜୁନ ପଣ୍ଡାଙ୍କୁ ରାଜ୍ୟ ଯୁଗ୍ମ ସମ୍ପାଦକ ଭାବେ ମନୋନୀତ କରାଯାଇଛି। ତାଙ୍କୁ ଏହି ଦାୟିତ୍ୱ ପ୍ରଦାନ କରାଯାଇଥିବାରୁ ଏହାକୁ ସେ ନିଷ୍ଠାର ସହ କାର୍ଯ୍ୟକାରୀ କରିବେ ବୋଲି ପ୍ରକାଶ କରି ଏଥିପାଇଁ ଦଳର ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ, ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ପୂର୍ବତନ ବିଧାୟକ ଡ. ପ୍ରଭାତ ରଞ୍ଜନ ବିଶ୍ୱାଳ, ଏବର ବିଧାୟକ ସୌଭିକ୍‍ ବିଶ୍ୱାଳଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories