www.samajalive.in
Monday, December 15, 2025
24.1 C
Bhubaneswar

ଦାଦାବଟି ଆଦାୟ ଅଭିଯୋଗରେ ଜଣେ ଗିରଫ

ଚୌଦ୍ୱାର: ଚୌଦ୍ୱାର ଥାନା ଅନ୍ତର୍ଗତ ଗୋପାଳପୁର ଅଞ୍ଚଳରେ ସୁଶାନ୍ତ ନାୟକଙ୍କୁ ଦାଦାବଟି ମାଗୁଥିବା ନେଇ ସୁଶାନ୍ତ ଚୌଦ୍ୱାର ଥାନାରେ ଅଭିଯୋଗ କରିଥିଲେ। ଏନେଇ ଚୌଦ୍ୱାର ପୁଲିସ କେସନଂ ୩୩୫/୨୩ରେ ମାମଲା ରୁଜୁକରି ଘଟଣାର ତଦନ୍ତ ଚଳାଇ ଗୋପାଳପୁରର ରିତେଶ ନାୟକ(୩୪)ଙ୍କୁ ଗିରଫ କରିଥିଲେ। ଆଜି ରିତେଶଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଚୌଦ୍ୱାର ପୋଲିସ ସୁତ୍ରରୁ ପ୍ରକାଶ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories