www.samajalive.in
Saturday, December 6, 2025
14.1 C
Bhubaneswar

ମନ୍ଦିରରୁ ଦାନବାକ୍ସ ଚୋରି

ଚୌଦ୍ୱାର : ଚୌଦ୍ୱାର ପୌରପାଳିକା ନୁଆସାହି ସ୍ଥିତ ମା’ ଶିବାନୀ ମନ୍ଦିରର ଦାନବାକ୍ସ ଚୋରି ହୋଇଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ଶୁକ୍ରବାର ଅପରାହ୍ନ ୨ଟା ସମୟରେ କେହି ଦୁର୍ବୃତ୍ତ ମନ୍ଦିର ସମ୍ମୁଖରେ ରଖାଯାଇଥିବା ଦାନବାକ୍ସର ତାଲା ଭାଙ୍ଗି  ଦୀର୍ଘ ୮ମାସ ଖୋଲା ହୋଇନଥିବା ଦାନ ଅର୍ଥକୁ ଲୁଟ କରି ନେଇଥିବା ସ୍ଥାନୀୟ ଲୋକେ କହିଛନ୍ତି। ସ୍ଥାନୀୟ ଲୋକଙ୍କ ଠାରୁ ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories