www.samajalive.in
Monday, December 15, 2025
16.1 C
Bhubaneswar

ରାଷ୍ଟ୍ରପତି, ଉପରାଷ୍ଟ୍ରପତିଙ୍କ ବଡଦିନ ଶୁଭେଚ୍ଛା

ନୂଆଦିଲ୍ଲୀ: ବଡଦିନ ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ଉପରା​‌ଷ୍ଟ୍ରପତି ଜଗଦୀପ ଧନକଡ ଖ୍ରୀଷ୍ଟ ଧର୍ମାବଲମ୍ବୀଙ୍କ ସମେତ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ତାଙ୍କ ବାର୍ତ୍ତାରେ କହିଛନ୍ତି ଯେ ପବିତ୍ର ବଡଦିନ ପାଳନ ଅବସରରେ ସମସ୍ତେ ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ପ୍ରେମ ଓ ସଂହତି ବାର୍ତ୍ତାକୁ ପାଳନ କରିବା ଜରୁରୀ। ବିଶ୍ବରେ ଭାଇଚାରା ଓ ବିଶ୍ବବାସୀଙ୍କ ଉନ୍ନତି ପଥକୁ ଆଲୋକିତ କରିବାରେ ଯିଶୁଙ୍କ ବାଣୀ ପ୍ରେରଣା ଯୋଗାଉଥିବା ସେ କହିଛନ୍ତି। ଅପରପକ୍ଷରେ ଉପରାଷ୍ଟ୍ରପତି ତାଙ୍କ ବାର୍ତ୍ତାରେ କହିଛନ୍ତି ଯେ ପବିତ୍ର ବଡଦିନରେ ସମସ୍ତେ ଏକତା, ସଂହତି ଓ ପାରସ୍ପରିକ ଭଲ ପାଇବାକୁ ଗୁରୁତ୍ବ ଦେବା ଉଚିତ।

Hot this week

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

Related Articles

Popular Categories