www.samajalive.in
Monday, December 15, 2025
27.1 C
Bhubaneswar

ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ

ଡେସ୍କ : ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ଆସନ୍ତାକାଲି (ଗୁରୁବାର) ପ୍ରକାଶ ପାଇବ । ଆସନ୍ତାକାଲି ଅପରାହ୍ନ ୪ଟାରେ ଯୁକ୍ତ ଦୁଇ କଳା ସହ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ। ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧ୍ୟକ୍ଷ ଅଶ୍ୱିନୀ ମିଶ୍ର ଏନେଇ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ, ଗତ ମାସ ୩୧ ତାରିଖରେ ଯୁକ୍ତ ଦୁଇ ବି‌ଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇଥିଲା ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories