www.samajalive.in
Sunday, December 14, 2025
26.1 C
Bhubaneswar

୧୦ରୁ ଯୁକ୍ତ ଦୁଇ ଖାତା ମୂଲ୍ୟାୟନ

ଡେସ୍କ : ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌‌ଏସ୍‌‌ଇ) ପକ୍ଷରୁ ଅନୁଷ୍ଠିତ ହୋଇଥିବା ଚଳିତ ବର୍ଷର ଯୁକ୍ତ ଦୁଇ ବିଜ୍ଞାନ, ବାଣିଜ୍ୟ, କଳା ଓ ଧନ୍ଦାମୂଳକ ପରୀକ୍ଷା ଖାତା ମୂଲ୍ୟାୟନ ଆସନ୍ତା ୧୦ ତାରିଖଠାରୁ ଆରମ୍ଭ ହେବ।  ଚଳିତବର୍ଷ ଦୁଇଟି ପର୍ଯ୍ୟାୟରେ ଖାତା ଦେଖାଯିବ। ପ୍ରଥମ ପର୍ଯ୍ୟାୟ ଏପ୍ରିଲ ୧୦ରୁ ୨୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟରେ ଏପ୍ରିଲ ୨୩ରୁ ମେ’ ୭ ତାରିଖ ପର୍ଯ୍ୟନ୍ତ ମୂଲ୍ୟାୟନ ଜାରି ରହିବ ବୋଲି ସିଏଚ୍‌‌ଏସ୍‌‌ଇ ପକ୍ଷରୁ କୁହାଯାଇଛି।

ସୂଚନା ଯୋଗ୍ୟ, ଗତ ମାର୍ଚ୍ଚ ୧ ତାରିଖଠାରୁ ଯୁକ୍ତଦୁଇ ପରୀକ୍ଷା ଆରମ୍ଭ ହୋଇଥିଲା। ମୋଟ ୧ ହଜାର ୧୪୫ଟି ପରୀକ୍ଷା କେନ୍ଦ୍ରରେ ସାଢ଼େ ୩ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଏଥିରୁ କଳାରେ ୨ ଲକ୍ଷ ୧୯ ହଜାର ୧୧୦, ବିଜ୍ଞାନରେ ୯୧ ହଜାର ୩୭୯, ବାଣିଜ୍ୟରେ ୨୩ ହଜାର ୧୪୮ ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories