www.samajalive.in
Friday, December 5, 2025
17.1 C
Bhubaneswar

୨୬ରେ ପ୍ରକାଶ ପାଇବ ଦ୍ୱାଦଶ ପରୀକ୍ଷା ଫଳ

ଭୁବନେଶ୍ୱର: ଆସନ୍ତା ୨୬ତାରିଖରେ ପ୍ରକାଶ ପାଇବ ଦ୍ୱାଦଶ ପରୀକ୍ଷା ଫଳ। ଅପରାହ୍ନରେ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ। ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ରାଜ୍ୟରେ ମୋଟ ୩ଲକ୍ଷ ୮୪ହଜାର ୫୯୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଗତବର୍ଷ ତୁଳନାରେ ୨୬ ହଜାର ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories