www.samajalive.in
Sunday, December 7, 2025
23.1 C
Bhubaneswar

ସିଏଚ୍‌ଏସ୍‌ଇ ରେକର୍ଡ ସପ୍ଲାୟର୍ ଗିରଫ

ଭୁବନେଶ୍ଵର: ସିଏଚଏସଇ ରେକର୍ଡ ସପ୍ଲାୟର୍ସ ପୁରେନ୍ଦ୍ର ସେଠୀ ଗିରଫ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି। ଦୁଇ ଦିନ ଧରି ପୁରେନ୍ଦ୍ରଙ୍କ ଘରେ ଛାନଭିନ୍ କରିବା ପରେ ତାଙ୍କ ନିକଟରୁ ବିପୁଳ ପରିମାଣର ସମ୍ପତ୍ତି ଜବତ ହୋଇଥିବା ନେଇ ଭିଜିଲାନ୍ସ ବିଭାଗ ସୂଚନା ଦେଇଛି। ପୁରେନ୍ଦ୍ରଙ୍କ ଘରୁ ୧୬ଟି ବେନାମୀ ପ୍ଲଟର ପଟ୍ଟା ମିଳିଛି। ଅନ୍ୟ ମାନଙ୍କ ନାଁରେ ଜମି କିଣିଥିବା ସନ୍ଦେହ କରାଯାଉଛି। ଭୁବନେଶ୍ଵରରେ  ୧୦ ହଜାର ବର୍ଗଫୁଟରେ ୪ ମହଲା କୋଠା, ୧୬ ଲକ୍ଷ ଜମା, ୧.୭ ଲକ୍ଷ ଟଙ୍କା , ୨ଟି କାର୍ ଏବଂ ୫ଟି ବାଇକ୍ ଜବତ କରାଯାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories