ପାକିସ୍ତାନ, ଆଫଗାନିସ୍ତାନ ଓ ବାଂଲାଦେଶର ଗରିବ ଲୋକଙ୍କୁ କେଉଁଠି ରଖିବ ବିଜେପି? – ଦିଲ୍ଲୀ ସରକାର

ଡେସ୍କ: ଆମ ଆଦମୀ ପାର୍ଟି ନେତା ତଥା ଦିଲ୍ଲୀ ମନ୍ତ୍ରୀ ଆତିଶୀ ନାଗରିକତା ସଂଶୋଧନ ଆଇନକୁ ନେଇ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିବା ସହ ପାକିସ୍ତାନ, ଆଫଗାନିସ୍ତାନ ଓ ବାଂଲାଦେଶରୁ ଆସିଥିବା ଶରଣାର୍ଥୀଙ୍କ ପାଇଁ ସେମାନଙ୍କ ପାଖରେ ୧.୫-୨ କୋଟି ଘର ଅଛି କି ବୋଲି ବିଜେପିକୁ ପ୍ରଶ୍ନ କରିଛନ୍ତି। ନିର୍ବାଚନ କମିଶନର ନିଯୁକ୍ତି ପ୍ୟାନେଲରୁ ପ୍ରଧାନ ବିଚାରପତିଙ୍କୁ ବାଦ୍ ଦେବା ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ ପାକିସ୍ତାନ, ଆଫଗାନିସ୍ତାନ ଓ ବାଂଲାଦେଶର ଗରିବ ଲୋକଙ୍କୁ ବିଜେପି … Continue reading ପାକିସ୍ତାନ, ଆଫଗାନିସ୍ତାନ ଓ ବାଂଲାଦେଶର ଗରିବ ଲୋକଙ୍କୁ କେଉଁଠି ରଖିବ ବିଜେପି? – ଦିଲ୍ଲୀ ସରକାର