www.samajalive.in
Sunday, December 14, 2025
17.1 C
Bhubaneswar

ଶ୍ରୀମନ୍ଦିର ଐତିହ୍ୟ କରିଡ଼ର ବୁଲି ଦେଖିଲେ ପ୍ରଧାନ ବିଚାରପତି

ପୁରୀ  : ସର୍ବୋଚ୍ଚ ନ୍ୟାୟାଳୟ ପ୍ରଧାନ ବିଚାରପତି ଜଷ୍ଟିସ ଏନ୍. ଭି ରମଣା ଶୁକ୍ରବାର ରାତିରେ ଶ୍ରୀମନ୍ଦିର ଚାରିପାଖ ଐତିହ୍ୟ କରିଡର ବୁଲି ଦେଖିଛନ୍ତି । ପ୍ରସ୍ତାବିତ ପ୍ରକଳ୍ପ ସଂପର୍କରେ ପ୍ରଶାସନ ପକ୍ଷରୁ ତାଙ୍କୁ ଅବଗତ କରାଯାଇଛି । ଜଷ୍ଟିସ ରମଣା କଡା ସୁରକ୍ଷା ମଧ୍ୟରେ ସିଂହଦ୍ୱାର ନିକଟରେ ପହଞ୍ଚିଥିଲେ। ଶ୍ରୀ ମନ୍ଦିର ସିଂହଦ୍ଵାର ବନ୍ଦ ଥିବାରୁ ସେ ଭିତରକୁ ଯାଇ ନାହାନ୍ତି । ଆସନ୍ତାକାଲି ସକାଳେ ସେ ମହାପ୍ରଭୁଙ୍କୁ ଦର୍ଶନ କରିବେ।

ପ୍ରଧାନ ବିଚାରପତି ଜଷ୍ଟିସ ଏନ. ଭି ରମଣାଙ୍କୁ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଏସ ମୂରଲୀଧର, ମହାଧିବକ୍ତା ଅଶୋକ ପରିଜା, ପୂରୀ ସାଂସଦ ପିନାକୀ ମିଶ୍ର, ୫ ଟି ସଚିବ ଭି. କେ. ପଣ୍ଡିଆନ , ଶ୍ରୀ ମନ୍ଦିର ମୁଖ୍ୟପ୍ରଶାସକ କ୍ରିଷନ କୁମାର ସ୍ବାଗତ କରିଥିଲେ । ଜିଲ୍ଲାପାଳ ସମର୍ଥ ବର୍ମା ଏବଂ ଆରକ୍ଷୀ ଅଧିକ୍ଷକ କନୱର ବିଶାଳ ସିଂହ ପ୍ରମଖ ଉପସ୍ଥିତ ଥିଲେ।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories