www.samajalive.in
Sunday, December 14, 2025
19.1 C
Bhubaneswar

୨ୟ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଡିଜିଟାଲ ଡେସ୍କ: ମୟୂରଭଞ୍ଜ ଜିଲା ଉଦଳା ଥାନା ଅନ୍ତର୍ଗତ ଶାଳଖୁଣ୍ଟାସ୍ଥିତ ଆଶ୍ରମ ବିଦ୍ୟାଳୟରୁ ରବିବାର ଜଣେ ୨ୟ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଏକ ବାଉଁଶ ଖୁଣ୍ଟରେ ମୃତଦେହ ଝୁଲୁଥିବା ଖବର ପାଇ ଉଦ୍ଧାର କରିଛି ପୁଲିସ। ଏତେ ଛୋଟ ପିଲାର ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେବାକୁ ନେଇ ଅନେକ ପ୍ରଶ୍ନ ଉଙ୍କି ମାରୁଛି। ଛାତ୍ରୀଙ୍କୁ ହତ୍ୟା କରାଯାଇଥିବା ପୁଲିସ ସନ୍ଦେହ କରୁଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories