www.samajalive.in
Saturday, December 6, 2025
14.1 C
Bhubaneswar

ଆରମ୍ଭ ହେଲା ଅଷ୍ଟମ ଶ୍ରେଣୀ ପାଠପଢା

ଭବନେଶ୍ୱର: ରାଜ୍ୟରେ ସୋମବାର ଠାରୁ ଅଷ୍ଟମ ଶ୍ରେଣୀ ପିଲାଙ୍କର ଶ୍ରେଣୀଗୃହରେ ପାଠପଢା ଆରମ୍ଭ ହୋଇଛି । କୋଭିଡ ସଂକ୍ରମଣ ହ୍ରାସ ପାଇବା ପରେ ପୂର୍ବରୁ ରାଜ୍ୟରେ ୯ମ ଓ ଦ୍ୱାଦଶ ଛାତ୍ରଛାତ୍ରୀଙ୍କ ନିମନ୍ତେ ଶ୍ରେଣୀଗୃହରେ ପାଠପଢା ଆରମ୍ଭ ହୋଇସାରିଛି । ସୋମବାର ଠାରୁ ଅଷ୍ଟମ ଏବଂ ଏକାଦଶ ପିଲାଙ୍କ ପାଇଁ ସ୍କୁଲ ଆସି ପାଠପଢିବାକୁ ଅନୁମତି ଦିଆଯାଇଛି । କୋଭିଡ ନିୟମାବଳୀକୁ ସମ୍ପୂର୍ଣ୍ଣ ଭାବରେ ପାଳନ କରାଯାଇ ଶ୍ରେଣୀଗୃହରେ ଶିକ୍ଷାଦାନ ଆରମ୍ଭ ହୋଇଥିବାବେଳେ ଉଭୟ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଛାତ୍ର ଛାତ୍ରୀ ଶ୍ରେଣୀଗୃହରେ ତୁଣ୍ଡି ପିନ୍ଧିବା ସହିତ ସାମାଜିକ ଦୂରତା ବଜାୟ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories