www.samajalive.in
Saturday, December 13, 2025
21.1 C
Bhubaneswar

ଡ୍ରାଇଭର ମହାସଂଘ ପକ୍ଷରୁ ଜଗନ୍ନାଥ ମନ୍ଦିର ପରିସର ସଫେଇ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକରେ ଥିବା ଡ୍ରାଇଭର ମହାସଂଘ ପକ୍ଷରୁ ଶ୍ରୀଜଗନ୍ନାଥ ମନ୍ଦିର ପରିସର ସଫେଇ କରୁଥିବା ଦେଖିବାକୁ ମିଳିଛି। ରଥଯାତ୍ରାକୁ ଆଖି ଆଗରେ ରଖି ଡ୍ରାଇଭର ସଂଘର ସଭାପତି ଗଜେନ୍ଦ୍ର ଗରଡ଼ିଆଙ୍କ ନେତୃତ୍ୱରେ ସଂଘର ସମସ୍ତ ସଦସ୍ୟ ଉପସ୍ଥିତ ରହି ଜଗନ୍ନାଥ ମନ୍ଦିର ପରିସରରେ ଥିବା ସମସ୍ତ ଅଳିଆ ଆବର୍ଜନ ସଫାକରିବା ସହ ମନ୍ଦିର ପାଚେରୀ ବାହାରେ ଥିବା ଅଳିଆ ଆବର୍ଜନା ମଧ୍ୟ ସଫେଇ କରିଥିଲେ। ଡ୍ରାଇଭର ସଂଘର ଏହିପରି କାର୍ଯ୍ୟକୁ ବୁଦ୍ଧିଜୀବୀ ମହଲରେ ପ୍ରଶଂସା କରାଯାଇଛି। ଏଥିରେ ସ୍ଥାନୀୟ ସରପଞ୍ଚ ବାର୍ଲି ଗୌତମ ମଧ୍ୟ ଉପସ୍ଥିତ ରହି ସଫେଇ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories