www.samajalive.in
Saturday, December 6, 2025
23.1 C
Bhubaneswar

ଶ୍ରୀମନ୍ଦିର ଓ ବେଢ଼ା ପରିସରକୁ ସ୍ୱଚ୍ଛ ରଖିବା ପାଇଁ କଡ଼ାକଡ଼ି ହେଲା ନିୟମ

ପୁରୀ :  ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଓ ବେଢ଼ା ପରିସରକୁ ସ୍ୱଚ୍ଛ ରଖିବା ପାଇଁ ଆଜିଠାରୁ ନିୟମ କଡ଼ାକଡ଼ି କରାଯାଇଛି। ଭକ୍ତ ହୁଅନ୍ତୁ ଅବା ସେବାୟତ, କେହି ବି ପାନ କିମ୍ବା ଗୁଟ୍‍ଖା ଖାଇ ମନ୍ଦିର ଭିତରକୁ ପ୍ରବେଶ କରିପାରିବେ  ନାହିଁ। ସେଥିପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ୫ଶହ ଟଙ୍କା ଜୋରିମାନା ଧାର୍ଯ୍ୟ କରାଯାଇଛି। ଗତମାସ୨୯ ତାରିଖରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।

ଏହି ନିୟମ ଲାଗୁ ହେବାପରେ ଆଜି ପ୍ରଥମ ଦିନରେ ଚାରି ଜଣଙ୍କୁ ଧରାଯାଇ ଏକଶହ ଟଙ୍କା ଲେଖାଏଁ ଜୋରିମାନା ଆଦାୟ କରାଯାଇଛି ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories