www.samajalive.in
Thursday, December 11, 2025
15.1 C
Bhubaneswar

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କୁ ପୋଷାକ ବଣ୍ଟନ

ପାଟଣା : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି। ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା ବେଳେ ଶିକ୍ଷକ ଚିନ୍ମୟ କୁମାର ମିଶ୍ର, ଜନାର୍ଦ୍ଦନ ମହାନ୍ତ, ପବିତ୍ର ମୋହନ ମହାନ୍ତ, ଖେଳ ଶିକ୍ଷକ ଶୁକଦେବ ମହାନ୍ତ, ହିନ୍ଦି ଶିକ୍ଷକ ଦୀନବନ୍ଧୁ ଦେହୁରୀ, ଶିକ୍ଷୟିତ୍ରୀ ନୀନା ମିଶ୍ର ଓ ସମାଜସେବୀ ଜତିନ୍ଦ୍ର ନାଥ ଦାଶ ,ସଞ୍ଜୟ କୁମାର ପଲେଇ ,ହରିଶ୍ ମହାନ୍ତ ,ତ୍ରିନାଥ ମହାନ୍ତ, ଗୋପୀନାଥ ଦେହୁରୀ, କାହ୍ନୁଚରଣ ଦେହୁରୀ ଆଦି ଅଭିଭାବକ ମାନେ ଉପସ୍ଥିତ ରହିଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories