www.samajalive.in
Monday, December 8, 2025
27.1 C
Bhubaneswar

କୃଷି କାର୍ଯ୍ୟ ସମୟରେ ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର : ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀ ତଥା ବିଶେଷ କରି ଆମ ଚାଷୀ ଭାଇଭଉଣୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଚଳିତ ବର୍ଷ ଚାଷୀ ଭାଇଭଉଣୀଙ୍କ ପାଇଁ ସମୃଦ୍ଧିର ବର୍ଷ ହେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି। କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାରୀ ନିୟମ କଡ଼ାକଡ଼ି ପାଳନ କରିବା ସହ କୃଷି କାର୍ଯ୍ୟ ସମୟରେ ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories