www.samajalive.in
Friday, December 5, 2025
26.1 C
Bhubaneswar

ସମଗ୍ର ବିଶ୍ବକୁ ନିକଟତର କରିପାରିଛି ଟେଲିକମ୍ୟୁନିକେସନ୍‌:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆନ୍ତର୍ଜାତିକ ଟେଲିକମ୍ୟୁନିକେସନ୍‌ ଦିବସ ଅବସରରେ ବାର୍ତ୍ତା ପ୍ରଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସମଗ୍ର ବିଶ୍ୱକୁ ନିକଟତର କରିପାରିଛି ଟେଲିକମ୍ୟୁନିକେସନ୍‌ ସେବା। ଏହି ଟେଲିକମ୍ୟୁନିକେସନ୍‌ ସେବା ଦ୍ବାରା ପ୍ରିୟପରିଜନ ଏବଂ ସମାଜ ମଧ୍ୟରେ ବ୍ୟବଧାନକୁ ହ୍ରାସ ହୋଇପାରିଛି। ଏହା କୋଭିଡ୍‌-୧୯ ମହାମାରୀ ସମୟରେ ନିରବଚ୍ଛିନ୍ନ ସ୍ୱାସ୍ଥ୍ୟସେବା ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣକୁ ସୁନିଶ୍ଚିତ କରିପାରିଛି। ସମାଜର କଲ୍ୟାଣ ସହିତ ମହାମାରୀକୁ ପରାହତ କରିବା ନିମନ୍ତେ ଜନସାଧାରଣ ପ୍ରଯୁକ୍ତି ବିଦ୍ୟା ବ୍ୟବହାର କରିବାକୁ ଶପଥ ନେବା ସକାଶେ ମୁଖ୍ୟମନ୍ତ୍ରୀ ଆହ୍ୱାନ ଜଣାଇଛନ୍ତି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories