www.samajalive.in
Friday, December 5, 2025
20.1 C
Bhubaneswar

ସମଲେଇ ପ୍ରକଳ୍ପ ଲୋକାର୍ପଣ ଦିନକୁ ସ୍କୁଲ କଲେଜ ପାଇଁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର- ଓଡ଼ିଶାର ପ୍ରମୁଖ ଶକ୍ତି ପୀଠ ତଥା ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ଙ୍କ ପୀଠର ବିକାଶ ପାଇଁ କରାଯାଇଥିବା ସମଲେଇ ପ୍ରକଳ୍ପ ର ଲୋକାର୍ପଣ ଉତ୍ସବ ଜାନୁୟାରୀ ୨୭ ରେ ବିପୁଳ ଉତ୍ସାହ ଓ ଭକ୍ତି ଭାବନା ସହ ଅନୁଷ୍ଠିତ ହେଉଛି ।

ଏହି କାର୍ଯ୍ୟକ୍ରମ ରେ ଭକ୍ତମାନେ ଆନନ୍ଦର ସହ ଯୋଗଦାନ କରି ମା ଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ ପ୍ରଦାନ କରିପାରିବେ ।

- Advertisement -

ସମଲେଇ ପ୍ରକଳ୍ପ ଲୋକାର୍ପଣ ଉତ୍ସବ କୁ ଦୃଷ୍ଟିରେ ରଖି ଆସନ୍ତା ଜାନୁଆରୀ ୨୭ ତାରିଖ ଦିନ ସାରା ରାଜ୍ୟ ର ସ୍କୁଲ ଓ କଲେଜ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଘୋଷଣା କରିଛନ୍ତି.

ସୂଚନାଯୋଗ୍ୟ ଯେ ଚତୁର୍ଥ ଶନିବାର ଯୋଗୁଁ ସେଦିନ ସମସ୍ତ ସରକାରୀ ଅଫିସ ମଧ୍ଯ   ବନ୍ଦ ରହୁଛି ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories