www.samajalive.in
Saturday, December 6, 2025
26.1 C
Bhubaneswar

ଇଡ଼ିର ଗିରଫଦାରୀକୁ ଚ୍ୟାଲେଞ୍ଜ: ଆଜି ସୁପ୍ରିମକୋର୍ଟରେ କେଜ୍ରିୱାଲଙ୍କ ଶୁଣାଣି

ନୂଆଦିଲ୍ଲୀ: ଅବକାରୀ ନୀତି ଦୁର୍ନୀତି ଓ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିବା ନେଇ ହାଇକୋର୍ଟ ଏପ୍ରିଲ ୯ତାରିଖରେ ଦେଇଥିବା ରାୟକୁ ଚ୍ୟାଲେଞ୍ଜ କରାଯାଇଥିବା ଆବେଦନର ସୁପ୍ରିମକୋର୍ଟରେ ଆଜି ଶୁଣାଣି ହେବ। ଏଥିରେ ମୁଖ୍ୟମନ୍ତ୍ରୀଙ୍କୁ ଆଶ୍ୱସ୍ତି ମିଳୁଛି କି ନାହିଁ ତାହା ଉପରେ ସମସ୍ତଙ୍କ ନଜର ରହିଛି। ମନି ଲଣ୍ଡରିଂ ମାମଲାରେ କେଜ୍ରିୱାଲଙ୍କ ଗିରଫଦାରୀକୁ ଦିଲ୍ଲୀ ହାଇକୋର୍ଟ ବୈଧ ବୋଲି କହିଥିଲେ। ଗିରଫଦାରୀକୁ ନେଇ ସେ ଏକ ମାମଲା ଦାୟର କରିଥିବା ବେଳେ ହାଇକୋର୍ଟ ତାଙ୍କ ଆବେଦନକୁ ଖାରଜ କରିଥିଲେ। ଏହାପରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories