www.samajalive.in
Monday, December 8, 2025
16.1 C
Bhubaneswar

କଟକରେ ବର୍ଜ୍ୟଜଳ ବିଶୋଧାନାଗାରକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

କଟକ . – କଟକରେ ସମନ୍ୱିତ  ପରିମଳ ଉନ୍ନତି କରଣ ପ୍ରକଳ୍ପ ଅଧିନରେ ନିର୍ମିତ ବର୍ଜ୍ୟଜଳ ବିଶୋଧାନାଗାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିଛନ୍ତି । ପ୍ରତିଦିନ ଏଥିରେ ୩କୋଟି ୬୦ ଲକ୍ଷ ଲିଟର ଜଳ ବିଶୋଧିତ ହୋଇପାରିବ । ସେହିପରି ପୁଲିସ କଲୋନୀଠାରେ ମୁଖ୍ୟମନ୍ତ୍ରୀ ଏକ ପମ୍ପିଙ୍ଗ କେନ୍ଦ୍ରକୁ ଉଦ୍‌ଘାଟନ କରିଛନ୍ତି। ଜାପାନ ସହାୟତାରେ ଜାଇକା ପ୍ରକଳ୍ପ ଅଧିନରେ ଏହି ସବୁ କାର୍ଯ୍ୟକାରୀ ହୋଇଛି ।

କଟକର ନରାଜ ନିକଟରେ ମୁଖ୍ୟମନ୍ତ୍ରୀ ଊର୍ଦ୍ଧୁ ବିଶ୍ୱବିଦ୍ୟାଳୟ ପାଇଁ ଶିଳାନ୍ୟାସ କରିଛନ୍ତି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories