ନବ ନିର୍ବାଚିତ ରାଜ୍ୟସଭା ସଦସ୍ୟ ମମତା ମହାନ୍ତଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ନବ ନିର୍ବାଚିତ ରାଜ୍ୟସଭା ସଦସ୍ୟ ମମତା ମହାନ୍ତଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଧାନସଭା କକ୍ଷରେ ନବ ନିର୍ବାଚିତ ରାଜ୍ୟସଭା ସଦସ୍ୟ ମମତା ମହାନ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ସୂଚନାଯୋଗ୍ୟ ଜଗନ୍ନାଥ ପ୍ରଧାନ ଓହରିଯିବା ପରେ ରାଜ୍ୟସଭା ସାଂସଦ ଭାବେ ମମତା ମହାନ୍ତ ନିର୍ଦ୍ବନ୍ଦରେ ନିର୍ବାଚିତ ହୋଇଛନ୍ତି । ନିର୍ବାଚିତ ହେବା ପରେ ରାଜ୍ୟସଭା ନିର୍ବାଚନ ରିଟର୍ଣ୍ଣିଂ ଅଫିସରଙ୍କଠାରୁ ସେ ସାର୍ଟିଫିକେଟ ଗ୍ରହଣ କରିଥିଲେ।
Comments are closed.