www.samajalive.in
Saturday, December 6, 2025
15.1 C
Bhubaneswar

ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ବୁଧବାରଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ। ଦିଲ୍ଲୀରେ ନିବେଶକ ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟକୁ କିପରି ଅଧିକ ନିବେଶ ଆସିବ, ସେ ନେଇ ନିବେଶକଙ୍କ ସହ ଆଲୋଚନା କରିବେ। ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ଝାଡଖଣ୍ଡ ଗସ୍ତରେ ଅଛନ୍ତି । ଆଜି ତାଙ୍କର ଝାଡଖଣ୍ଡ ଗସ୍ତର ଦ୍ବିତୀୟ ଦିନ । ଆଜି ଚାଇଁବାସାର କୋଲହାନ୍ ଯାଇ ସେଠାରେ ଆୟୋଜିତ ବିଜେପିର ପରିବର୍ତ୍ତନ ଯାତ୍ରାରେ ଯୋଗ​‌ଦେବେ ମୁଖ୍ୟମନ୍ତ୍ରୀ । ଏବଂ ଝାଡଖଣ୍ଡରେ ଥିବା ଓଡିଆଙ୍କୁ ସମ୍ବୋଧିତ କରିବେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories