www.samajalive.in
Sunday, December 14, 2025
26.1 C
Bhubaneswar

ତୁରନ୍ତ ସହାୟତା ପାଇଁ ଏସଆରସି ଓ ୨ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର :  ଆନ୍ଧ୍ର ପ୍ରଦେଶର  କଣ୍ଟାକାପାଲି ଏବଂ ଆଲମଣ୍ଡା ଷ୍ଟେସନ ମଧ୍ୟରେ ଟ୍ରେନ ଦୁର୍ଘଟଣାରେ କିଛି ଯାତ୍ରୀଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ପ୍ରତି ମଧ୍ୟ ତାଙ୍କର ସମବେଦନା ଜଣାଇବା ସହ ଶ୍ରୀ ପଟ୍ଟନାୟକ ଆହତ ଯାତ୍ରୀଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।

ଉଦ୍ଧାର ଓ ରିଲିଫ କାର୍ଯ୍ୟରେ ତୁରନ୍ତ ସହାୟତା କରିବାକୁ ଶ୍ରୀ ପଟ୍ଟନାୟକ ସ୍ବତନ୍ତ୍ର ରିଲିଫ କମିଶନର ଏବଂ ରାୟଗଡା ଓ କୋରାପୁଟ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Hot this week

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

Related Articles

Popular Categories