www.samajalive.in
Monday, December 15, 2025
14.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଖପ୍ପା : ଅଧିକାରୀଙ୍କ ଦରମା ବନ୍ଦ

କଟକ : କଟକ ପ୍ରଶାସନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଖପ୍ପା ହୋଇଛି। ଅଭିଯୋଗ ଶୁଣାଣିକୁ ନେଇ ସିଏମ୍ ଗ୍ରୀଭାନ୍ସ ସେଲ୍‌ ଖପ୍ପା ହୋଇଛି। ଅଭିଯୋଗ ସମାଧାନ କ୍ଷେତ୍ରରେ କଟକ ସବୁଠୁ ପଛରେ ରହିଛି। ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି ସତ୍ବେ ଜିଲ୍ଲା ପ୍ରଶାସନ ଗୁରୁତ୍ଵ ଦେଉନି। ଯାହାକୁ ନେଇ କିଛି ଅଧିକାରୀଙ୍କ ଦରମା ବନ୍ଦ କରିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଛନ୍ତି।

ଅଧିକାରୀ ମାନଙ୍କର ନଭେମ୍ବର ମାସର ଦରମା ବନ୍ଦ ପାଇଁ ଜିଲ୍ଲାପାଳ ନିର୍ଦେଶ ଦେଇଛନ୍ତି। ତେବେ ଏଥିରେ ଅଛନ୍ତି ସିଏମସି କମିଶନର, କଟକ ଏସପି, କଟକ ସବ୍ କଲେକ୍ଟର, କଟକ ସିଡିଏମଓ, କଟକ ଡିଇଓ, ବାରଙ୍ଗ, ବଡ଼ମ୍ବା , ମାହାଙ୍ଗା, ନିଆଳି, ସାଲେପୁର ର ତହସିଲଦାରଙ୍କ ସମେତ କଟକ ଡିସିପିଙ୍କ ଭଳି ବଡ଼ ବଡ଼ ବାବୁଙ୍କ ନାମ ଏହି ତାଲିକାରେ ରହିଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories