www.samajalive.in
Friday, December 5, 2025
26.1 C
Bhubaneswar

୨୪ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର : ଫେବୃଆରୀ ଚଳିତ ମାସ ୨୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବଳବତ୍ତର ଥିବା ହେତୁ ଏହି ସୋମବାର ଭୁବନେଶ୍ବର ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ହେବ ନାହିଁ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ଏ ସମ୍ପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

Related Articles

Popular Categories