www.samajalive.in
Monday, December 15, 2025
24.1 C
Bhubaneswar

୯୧ ନୁହେଁ, ୩୬ ଜଣଙ୍କ ଦରମା ବନ୍ଦ

କଟକ :କଟକ ପ୍ରଶାସନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଖପ୍ପାକୁ ନେଇ ଦରମା ବନ୍ଦ ପ୍ରସଙ୍ଗ। ସାନି ସଂଶୋଧନ ତାଲିକା ଜାରି କରିଛି କଟକ ଜିଲ୍ଲା ପ୍ରଶାସନ। ୯୧ ଜଣଙ୍କ ସ୍ଥାନରେ ପ୍ରଶାସନ ୩୬ ଜଣଙ୍କ ବନ୍ଦ କରିଛି। ବରିଷ୍ଠ ପାହ୍ୟା ଅଧିକାରୀମାନେ ପୂର୍ବ ତାଲିକାରୁ ବାଦ୍‌ ପଡିଛନ୍ତି।ଏ ନେଇ ଅତିରିକ୍ତ ଜିଲ୍ଲାପାଳ ଶିବ ଟପୋ ସୂଚନା ଦେଇଛନ୍ତି। କଟକ ପ୍ରଶାସନ ଉପରେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ଖପ୍ପା ରହିଛି। ଅଭିଯୋଗ ସମାଧାନ କ୍ଷେତ୍ରରେ କଟକ ସବୁଠୁ ପଛରେ ରହିଛି। ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି ସତ୍ବେ ଜିଲ୍ଲା ପ୍ରଶାସନ ଗୁରୁତ୍ଵ ଦେଉନି। ଯାହାକୁ ନେଇ ୩୬ ଜଣଙ୍କ ନଭେମ୍ବର ମାସର ଦରମା ବନ୍ଦ କରିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଛନ୍ତି।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories