www.samajalive.in
Sunday, December 14, 2025
17.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ହାଇଦ୍ରାବାଦ ଗସ୍ତ ; ଆସନ୍ତାକାଲି ଓଡ଼ିଶା ନିବେଶକ ସମ୍ମିଳନୀ

ଭୁବନେଶ୍ବର :  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ଣରେ ହାଇଦ୍ରାବାଦ ଗସ୍ତ କରିଛନ୍ତି । ଆସନ୍ତାକାଲି ସେଠାରେ ଆୟୋଜିତ ହେବାକୁ ଥିବା ଓଡ଼ିଶା ନିବେଶକ ସମ୍ମିଳନୀରେ ସେ ଯୋଗ ଦେବେ। ଆସନ୍ତା ନଭେମ୍ବର ୩୦ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରଠାରେ ଆୟୋଜିତ ହେବାକୁ ଥିବା ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭରେ ଯୋଗଦେବା ଲାଗି ମୁଖ୍ୟମନ୍ତ୍ରୀ ନିବେଶକଙ୍କୁ ନିମନ୍ତ୍ରଣ କରିବେ । ରାଜ୍ୟରେ ପୁଞ୍ଜି ନିବେଶ ନେଇ ସେ  ସିଧାସଳଖ ନିବେଶକଙ୍କ ସହ ଆଲୋଚନା କରିବେ।
ଏହାପରେ ଆସନ୍ତା ମଙ୍ଗଳବାର ଶ୍ରୀ ପଟ୍ଟନାୟକ ମୁମ୍ବାଇ ଗସ୍ତ କରିବା ସହ ବୁଧବାର ଦିନ ସେଠାରେ ଓଡ଼ିଶା ଭବନ ସମ୍ପ୍ରସାରଣର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ଏବଂ ସେହିଦିନ ସେ ଭୁବନେଶ୍ୱର ଫେରିବାର କାର୍ଯ୍ୟସୂଚୀ ସ୍ଥିର ହୋଇଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories