www.samajalive.in
Saturday, December 6, 2025
14.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ‘ଛାଇର ଶଦ୍ଦ’, ‘ସୂର୍ଯ୍ୟାସ୍ତ ପୂର୍ବରୁ’ ଦୁଇଟି ପୁସ୍ତକ ଲୋକାର୍ପିତ

ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ନବୀନ ନିବାସଠାରେ ଡଃ ଗୋପବନ୍ଧୁ ଦାସଙ୍କ କବିତା ସଂକଳନ ‘ଛାଇର ଶଦ୍ଦ’ କୁ ଲୋକାର୍ପିତ କରିଛନ୍ତି। ଏଥିରେ ୮୩ଟି କବିତା ସ୍ଥାନିତ ହୋଇଛି। ସୂକ୍ଷ୍ମ ସୌନ୍ଦର୍ଯ୍ୟବୋଧ ସହିତ ଏହି କବିତାରେ ରହସ୍ୟମୟ ଅତିନ୍ଦ୍ରୀୟ ଭାବଜଗତ ଭିତରେ ଜୀବନର ବୈଚିତ୍ର୍ୟକୁ ପ୍ରତିଫଳିତ କରିବାରେ କବି ଡଃ ଗୋପବନ୍ଧୁ ସଫଳ ହୋଇଛନ୍ତି।

ସେହିପରି ଶ୍ରୀ ସରୋଜ କୁମାର ସାହୁଙ୍କ ଦ୍ବାରା ରଚିତ ଗଳ୍ପଗୁଚ୍ଛ ‘ସୂର୍ଯ୍ୟାସ୍ତ ପୂର୍ବରୁ’ ମଧ୍ୟ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିଲେ । ଏଥିରେ ୩୦ଟି ଗଳ୍ପ ସ୍ଥାନିତ ହୋଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଉଭୟ ଲେଖକଙ୍କୁ ଅଭିନନ୍ଦନ ଜଣଇବା ସହ ପୁସ୍ତକ ଦୁଇଟି ପାଠକୀୟ ଆଦର ଲାଭ କରିବ ବୋଲି ଆଶା କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories