www.samajalive.in
Saturday, December 6, 2025
14.1 C
Bhubaneswar

ଆଜି ମିଳିବ ସିଏମ୍‌ କିଷାନ କିସ୍ତି

ଭୁବନେଶ୍ବର : ରାଜ୍ୟ ସରକାର ଆଜି ସିଏମ୍‌-କିଷାନ ଯୋଜନାର କିସ୍ତି ଟଙ୍କା ପ୍ରଦାନ କରିବେ। ଆଜି ପୂର୍ବାହ୍ଣ ସାଢ଼େ ୧୦ଟା ସମୟରେ ଓୟୁଏଟିସ୍ଥିତ କୃଷି ଶିକ୍ଷା ସଦନରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ୍-କିଷାନର ତୃତୀୟ କିସ୍ତି ପ୍ରଦାନ କରିବେ। ୨୮ତାରିଖରେ ‘ନୂଆଁଖାଇ’ ପଡ଼ୁଥିବାରୁ ଏହାର ପୂର୍ବଦିନ ଅର୍ଥାତ୍ ଆଜି କିସ୍ତି ପ୍ରଦାନ କରାଯିବ। ଚାଷୀଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ୨ହଜାର ଟଙ୍କା ଲେଖାଏଁ ପଠାଯିବ। ଏହାଦ୍ବାରା ଓଡ଼ିଶାର ୫୨ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଉପକୃତ ହେବେ। ଏହି ଯୋଜନାରେ ରାଜ୍ୟ ସରକାର ଦୁଇଟି କିସ୍ତିରେ ୪ହଜାର ଟଙ୍କା ପ୍ରଦାନ କରୁଛନ୍ତି। ମଙ୍ଗଳବାର କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଦାୟିତ୍ବରେ ଥିବା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ସମସ୍ତ ଜିଲାପାଳଙ୍କ ସହ ଏ ବିଷୟରେ ଆଲୋଚନା କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories