www.samajalive.in
Sunday, December 7, 2025
14.1 C
Bhubaneswar

ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ଟଙ୍କା

ଭୁବନେଶ୍ବର : ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖରିଫ ଋତୁ ନିମନ୍ତେ ରାଜ୍ୟର ୫୦ ଲକ୍ଷରୁ ଅଧିକ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀ କିଷାନ ଯୋଜନାରେ ସହାୟତା କିସ୍ତି ଟଙ୍କା ପ୍ରଦାନ କରିଛନ୍ତି। ଚାଷୀଙ୍କ ବ୍ୟାଙ୍କ ଖାତାକୁ ଏକ ହଜାର କୋଟିରୁ ଅଧିକ ଟଙ୍କାର ସହାୟତା ରାଶି ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ କିଷାନ ଟଙ୍କା ରାଜ୍ୟର ନାମମାତ୍ର, କ୍ଷୁଦ୍ର ଏବଂ ଭୂମିହୀନ ଚାଷୀଙ୍କୁ ମିଳିଛି । ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ କିଷାନ ଯୋଜନାରେ ବର୍ଷକୁ ୨ଟି କିସ୍ତିରେ ଚାଷୀଙ୍କୁ ୪ ହଜାର ଟଙ୍କା ମିଳୁଛି। ନୂଆଁଖାଇ ଓ ଅକ୍ଷୟ ତୃତୀୟାରେ ଦୁଇଟି କିସ୍ତିରେ ୪ ହଜାର ଟଙ୍କା ଦିଆଯାଉଛି। ଗତବର୍ଷ ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟରେ ମୁଖ୍ୟମନ୍ତ୍ରୀ କିଷାନ ଯୋଜନାର ଶୁଭାରମ୍ଭ କରିଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories