www.samajalive.in
Sunday, December 14, 2025
26.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନିଟ୍ ଟପ୍ପର

ଭୁବନେଶ୍ୱର :  ନିଟ୍ ୨୦୨୩ରେ ଟପ୍ପର ହୋଇଥିବା ଓଡିଶାର ଛାତ୍ରଛାତ୍ରୀ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ନିଟ୍ ଟପ୍ପରମାନେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି । ଏକାଡେମିକ୍ କ୍ୟାରିୟରରେ ବଡ଼ ମାଇଲଖୁଣ୍ଟ ହାସଲ କରିବାକୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଉତ୍ସାହିତ କରିଥିଲେ। ଏହାସହ ଚଳିତ ବର୍ଷ ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories