www.samajalive.in
Saturday, December 6, 2025
26.1 C
Bhubaneswar

ସ୍ମରଣୀୟ ହୋଇ ରହିବେ, ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ଶେଷକୃତ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ବିଶିଷ୍ଟ କବି ରମାକାନ୍ତ ରଥଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ଦେହାନ୍ତ ଖବର ଜାଣି ମୁଁ ଦୁଃଖିତ। ପ୍ରଶାସନିକ ସେବା ସହ ସାହିତ୍ୟ ଜଗତରେ ଅବଦାନ ପାଇଁ ସର୍ବଦା ସ୍ମରଣୀୟ ହୋଇରହିବେ। ରମାକାନ୍ତଙ୍କ ବିୟୋଗ ସାହିତ୍ୟ ଜଗତ ପାଇଁ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଆଜି  ଭୁବନେଶ୍ଵର ଖାରବେଳନଗରସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ଘଟିଛି।  ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା । ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ତାଙ୍କର ଶେଷକୃତ୍ୟ ହେବା ନେଇ ସୂଚନା ମିଳିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories