www.samajalive.in
Saturday, December 6, 2025
14.1 C
Bhubaneswar

କ୍ୟାପିଟାଲ ହସ୍ପିଟାଲରେ ଶିଶୁ ମୃତ୍ୟୁ : ୪ ଲକ୍ଷ ସହାୟତା

ଭୁବନେଶ୍ଵର : କ୍ୟାପିଟାଲ ହସ୍ପିଟାଲରେ ଶିଶୁ ମୃତ୍ୟୁୁ ଘଟଣାରେ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗଭୀର ଶୋକ ପ୍ରକାଶ କରିବା ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ମଧ୍ୟ ଜଣାଇଛନ୍ତି। ସୂଚନା ଅନୁଯାୟୀ ରବିବାର ରାତିରେ ସାଲିଆ ସାହିର ଜଣେ ଶିଶୁ ଥଣ୍ଡା ଜ୍ବରରେ ପୀଡିତ ହେବାରୁ ତାକୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲରେ ସେତେବେ​​‌ଳେ​‌ ଡ୍ୟୁଟିରେ ଥିବା ଡାକ୍ତର ମେଡିସିନ୍ ଦେଇଥିଲେ। ଏହାପରେ ଶିଶୁ ଟିର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ତେବେ ଶିଶୁଟିର ମୃତ୍ୟୁ ହେବା ପରେ ଚିକିତ୍ସା କରିଥିବା ଡାକ୍ତର ସେଠାରୁ ଚାଲିଯାଇଥିଲେ। ପରେ ଯେଉଁ ଡାକ୍ତର ଆସିଥିଲେ ଭୁଲ ମେଡିସିନ୍ ରୁ ଶିଶୁର ମୃତ୍ୟୁ ହୋଇଥିବା ପରିବାର ଲୋକଙ୍କୁ କହିଥିଲେ ବୋଲି ଅଭିଯୋଗ ହୋଇଛି। ଏହାକୁ ନେଇ ହସ୍ପିଟାଲ ପରିସରରେ ଉତ୍ତେଜନା ଦେଖାଦେଇଛି। ସେପଟେ ଏହି ଘଟଣାରେ କ୍ୟାପିଟାଲ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନି।

 

- Advertisement -

ନେଇ କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା ଦେଖିବାକୁ ମିଳିଛି। ଭୁଲ ମେଡିସିନ୍ ଯୋଗୁଁ ଶିଶୁଟିର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ରବିବାର ରାତିରେ ଶିଶୁଟିର ସ୍ଵାସ୍ଥ୍ୟ ଖରାପ ହେବାରୁ ପରିବାର ଲୋକେ କ୍ୟାପିଟାଲ ହସ୍ପିଟାଲକୁ ଆଣିଥିଲେ। ତେବେ ହସ୍ପିଟାଲରେ ସେତେବେ​‌େ​‌ ଡ୍ୟୁଟିରେ ଥିବା ଡାକ୍ତର ମେଡିସିନ୍ ଦେଇଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories