www.samajalive.in
Saturday, December 6, 2025
15.1 C
Bhubaneswar

ବିକାଶ ବାହନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ : ରାଜ୍ୟରେ ମୋହନ ସରକାରଙ୍କ ଶସନକୁ ବର୍ଷେ ପୂରିଛି। ଏହି ଅବସରରେ ସବୁଆଡୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି । ବିକାଶ ବାହନ କାର୍ଯ୍ୟକ୍ରମର ରାଜ୍ୟସ୍ତରୀୟ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ବିକାଶ ବାହନ ସରକାରଙ୍କ ବିକାଶ କଥା ନେଇ ପଞ୍ଚାୟତରୁ ପଞ୍ଚାୟତକୁ ବୁଲିବ । ସରକାରଙ୍କ ସମସ୍ତ ଯୋଜନା ଲୋକଙ୍କ ପାଖରେ ପହଞ୍ଚାଇବା ସହ ସଚେତନତା ସୃଷ୍ଟି କରିବ । ଅପହଞ୍ଚ ଲୋକମାନଙ୍କ ପାଖରେ ସରକାରଙ୍କ ବିଭିନ୍ନ କଲ୍ୟାଣକାରୀ ଯୋଜନା ପହଞ୍ଚାଇ ସଚେତନ କରାଇବ । ଆଜିଠୁ ଜୁନ୍‍ ୨୧ଯାଏଁ ରାଜ୍ୟର ୩୧୪ଟି ବ୍ଲକ, ୧୧୫ଟି ୟୁଏଲବି ଏବଂ ୫ଟି ପୌରନିଗମରେ ଏହି ବାହନ ବୁଲିବ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories