www.samajalive.in
Monday, December 15, 2025
17.1 C
Bhubaneswar

IITF ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଓଡ଼ିଶା ମଣ୍ଡପ ବୁଲି ଖୁସି ବ୍ୟକ୍ତ କଲେ ।

ସମାଜ ନ୍ୟୁଜ ଡେସ୍କ- ନୂଆଦିଲ୍ଲୀରେ ଚାଲିଥିବା ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରେଡ ଫେୟାର ଅବସରରେ ଓଡ଼ିଶା ଦିବସରେ  ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମଣ୍ଡପ ପରିଦର୍ଶନ କରିବା ସହ ଭାରତ ମଣ୍ଡପର ଆମ୍ଫି ଝିଏଟରରେ ଆୟୋଜିତ ମନୋରମ ପାରମ୍ପରିକ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଉପଭୋଗ କରିଥିଲେ । ଏଥର ଓଡ଼ିଶା ମଣ୍ଡପ ସୁଦୃଶ୍ୟ ଓ ଭବ୍ୟ ପ୍ରସ୍ତୁତ କରାଯାଇଛି । ଶ୍ରୀମନ୍ଦିର, ପଟ୍ଟଚିତ୍ର ଓ କଳିଙ୍ଗର ନୌବାଣିଜ୍ୟ ପରମ୍ପରା ସଂସ୍କୃତିକୁ ଆକର୍ଷଣୀୟ ଭାବେ ଉପସ୍ଥାପନ କରାଯାଇଥିବା ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories