www.samajalive.in
Wednesday, December 10, 2025
23.1 C
Bhubaneswar

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା ପ୍ରକଟ କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶନିବାର AIIMS ଯାଇ ସେଠାକାର ଡାକ୍ତର ମାନଙ୍କ ସହ ଆଲୋଚନା କରିଛନ୍ତି।

- Advertisement -

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ହ୍ୟୁମାନ ସାଗର ଓଡ଼ିଶାର ଜଣେ ଲୋକପ୍ରିୟ ପ୍ରତିଭାବାନ କଣ୍ଠଶିଳ୍ପୀ । ତାଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ପାଇଁ ଡାକ୍ତର ମାନେ ସର୍ବୋତ୍ତମ ଉଦ୍ୟମ ଜାରି ରଖନ୍ତୁ। ଆବଶ୍ୟକ ହେଲେ ଦିଲ୍ଲୀ AIIMS କୁ ତାଙ୍କୁ ସ୍ଥାନାନ୍ତରିତ କରାଯାଇ ଚିକିତ୍ସା ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories