www.samajalive.in
Monday, December 15, 2025
27.1 C
Bhubaneswar

ଆସନ୍ତାକାଲି ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆସନ୍ତାକାଲି ନୂଆପଡ଼ା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତାକାଲି ନୂଆପଡ଼ା ଉପନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀଙ୍କର ପ୍ରଚାର କାର୍ଯ୍ୟକ୍ରମ ରହିଛି । କୋମନାରେ ରୋଡ୍‌-ସୋ ରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ମଧ୍ୟ ପ୍ରଚାରରେ ସାମିଲ ହେବେ । ନୂଆପଡ଼ା ଉପନିର୍ବାଚନରେ ବିଜେପିକୁ ଜିତାଇବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଚାର ମୈଦାନକୁ ଓଲ୍ହାଇଛନ୍ତି । ଏହା ପୂର୍ବରୁ ଅକ୍ଟୋବର ୬ ଓ ୧୭ରେ ମୁଖ୍ୟମନ୍ତ୍ରୀ ନୂଆପଡ଼ାରେ ଭୋଟରଙ୍କୁ ସମ୍ବୋଧନ କରିଥିଲେ । ଗତ ୩ ତାରିଖରେ ବିରୋଧି ଦଳ ନେତା ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ନୂଆପଡ଼ା ଗସ୍ତକରି ଭୋଟରଙ୍କୁ ସମ୍ବୋଧନ କରିଥିଲେ ।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories