ମୁମ୍ବାଇ ନିବେଶକ ସମ୍ମିଳନୀର ଦ୍ୱିତୀୟ ଦିନ; ବିର୍ଲା ଗ୍ରୁପ୍ ସିଇଓଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା
ମୁମ୍ବାଇ: ମୁମ୍ବାଇରେ ଚାଲିଥିବା ନିବେଶକ ସମ୍ମିଳନୀର ଆଜି ଦ୍ୱିତୀୟ ଦିନ। ଦେଶର ପ୍ରମୁଖ ଉଦ୍ୟୋଗୀଙ୍କ ସହ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ପ୍ରଥମ ସେସନରେ ଆଦିତ୍ୟ ବିର୍ଲା ଗ୍ରୁପର ଚେୟାରମ୍ୟାନ ଶ୍ରୀ କୁମାର ମଙ୍ଗଲମ୍ ବିର୍ଲା ଓ ପାର୍ଲେ ଆଗ୍ରୋ ସିଇଓ ଏବଂ ଆଭାଡା ଗ୍ରୁପ୍ ସହ ବୈଠକ କରି ସାମ୍ନାସାମ୍ନି ଆଲୋଚନା କରିଛନ୍ତି। ମୁମ୍ବାଇରେ ବିଶିଷ୍ଟ ଶିଳ୍ପସଂସ୍ଥାର ସିଇଓଙ୍କୁ ଭେଟି ଆଜି ମୁଖ୍ୟମନ୍ତ୍ରୀ ରୋଡ ସୋ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଛନ୍ତି।
CM Shri @MohanMOdisha met @AdityaBirlaGrp Chairman Shri Kumar Mangalam Birla at Investors’ Meet in #Mumbai. CM discussed #Odisha’s industrial growth potential across various sectors and the state’s investment opportunities.#UtkarshOdisha #InvestInOdisha #MakeInOdisha… pic.twitter.com/wLvB1HrQI6
— CMO Odisha (@CMO_Odisha) October 19, 2024
Comments are closed.