www.samajalive.in
Saturday, December 6, 2025
15.1 C
Bhubaneswar

ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି । ତାଙ୍କ ସହିତ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତି ପରିଡା ମଧ୍ୟ ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି । ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି । ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯାଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories